The Ultimate Managed Hosting Platform
ADVERTISEMENT

ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ପ୍ରୟାସ “ସହଯୋଗ”

Facebook
Twitter
LinkedIn

ଭୁବନେଶ୍ୱର : ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ପ୍ରୟାସ “ସହଯୋଗ” । ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ହାତ ପାହାନ୍ତରେ ବିଭିନ୍ନ ଯୋଜନାର ଫାଇଦା ପହଁଚାଇବ ସହଯୋଗ । ପ୍ରାରମ୍ଭିକ ଭାବେ ୮ଟି ବିଭାଗର ୧୩ ଯୋଜନା ସାମିଲ । ଆବାସ, ରାସନ କାର୍ଡ, ଭିନ୍ନକ୍ଷମ ପରିଚୟପତ୍ର, ସୁଭଦ୍ରା, ଶ୍ରମ କାର୍ଡ, ମଧୁବାବୁ ପେନସନ, ସୁକନ୍ୟା ଆୟୁଷ୍ମାନ ଭଳି ୧୩ ଯୋଜନା ସାମିଲ । ଆଗାମୀ ଦିନରେ ଏଥିରେ ଆହୁରି ଅନେକ ଯୋଜନା ସାମିଲ କରାଯିବ ବୋଲି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି। ଶ୍ରୀ ମହାପାତ୍ର କହିଛନ୍ତି ଯେ, ଟାଟା ଫାଉଣ୍ଡେସନ ଟ୍ରଷ୍ଟ ସହଯୋଗରେ ବିଭିନ୍ନ ପୌରାଞ୍ଚଳରେ ଥିବା ଫ୍ରଣ୍ଟଲାଇନ୍ ୱାର୍କରମାନେ ଏନେଇ ସର୍ଭେ କରିବା ସହ ବିଭିନ୍ନ ଯୋଜନାକୁ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ପହଞ୍ଚାଇବା ଦିଗରେ କାମ କରିବେ। ଆଜିଠାରୁ ୨ ମାସ ଧରି ଚାଲିବ ଏହି ଅଭିଯାନ। ଡୋର ଟୁ ଡୋର ସର୍ଭେ କରିବେ ଫ୍ରଣ୍ଟଲାଇନ୍ ୱାର୍କର।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ ଅଧିକାରୀ ଆଶିଷ ଠାକରେ

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ ଅଧିକାରୀ ଆଶିଷ ଠାକରେ

ଭୁବନେଶ୍ୱର : କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ୍ ଅଧିକାରୀ ଆଶିଷ ଠାକରେ । ୨୦୧୧ ବ୍ୟାଚର ଏହି ଆଇଏଏସ ଅଧିକାରୀଙ୍କୁ ନିଯୁକ୍ତି ମିଳିଛି । ସେ ଦିଲ୍ଲୀରେ...

ADVERTISEMENT
ରୁଷିଆରେ ଆଳୁ ସଙ୍କଟ

ରୁଷିଆରେ ଆଳୁ ସଙ୍କଟ

ମସ୍କୋ : ୟୁକ୍ରେନ ପକ୍ଷରୁ ରୁଷିଆ ଉପରେ ଡ୍ରୋନ୍ ଆକ୍ରମଣ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ଅସ୍ଥିର କରିଦେଇଛି। ଆକ୍ରମଣ ଏପରି ଥିଲା ଯେ, ଏହା ରୁଷିଆର ଆଭ୍ୟନ୍ତରରେ...