The Ultimate Managed Hosting Platform
ADVERTISEMENT

ସାମାନ୍ୟ ସୁସ୍ଥ ହେବା ପରେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଡିସ୍‌ଚାର୍ଜ କରାଯିବା ସହ ଭୁବନେଶ୍ୱର ଏମ୍ସକୁ ରେଫର୍ କରାଯାଇଛି।

Facebook
Twitter
LinkedIn

ବାଲେଶ୍ୱର ମେଡିକାଲ୍‌ରୁ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଡିସ୍‌ଚାର୍ଜ କରାଯାଇଛି। ସାମାନ୍ୟ ସୁସ୍ଥ ହେବା ପରେ ତାଙ୍କୁ ଡିସ୍‌ଚାର୍ଜ କରାଯିବା ସହ ଭୁବନେଶ୍ୱର ଏମ୍ସକୁ ରେଫର୍ କରାଯାଇଛି। ସ୍ୱାସ୍ଥ୍ୟାବସ୍ଥାର ଅଧିକ ଯାଞ୍ଚ ପାଇଁ ଏମ୍ସକୁ ରେଫର୍ କରାଯାଇଥିବା ଜଣାପଡ଼ିଛି। ନିମୋନିଆରେ ପୀଡ଼ିତ ହେବା ପରେ ଗତକାଲି ମେଡିକାଲ୍‌ର ICUରେ ପ୍ରତାପ ଷଡ଼ଙ୍ଗୀଙ୍କୁ ଭର୍ତ୍ତି କରାଯାଇଥିଲା।

ସୂଚନାଥାଉ କି,  ୩ ଦିନ ପୂର୍ବେ ସାଂସଦଙ୍କୁ ଥଣ୍ଡା ଓ କାଶ ହୋଇଥିଲା। ତେବେ ଗତକାଲି ତାଙ୍କ ଛାତିରେ ଯନ୍ତ୍ରଣା ହେବା ସହ ଅଧିକ ଅସୁସ୍ଥ ଲାଗିବାରୁ ସନ୍ଧ୍ୟା ୬ଟାରେ ICUରେ ଭର୍ତ୍ତି କରାଯାଇଥିଲା। ମେଡିକାଲ୍‌ରେ ଜଣେ ପ୍ରଫେସରଙ୍କ ସମେତ ସିଡିଏମଓ ଏବଂ ଏଡିଏମଓ ସାଂସଦଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରିଥିଲେ।ତାଙ୍କ ଛାତିରେ ସଂକ୍ରମଣ ହୋଇଥିବା କାରଣରୁ ତାହା ନିମୋନିଆ ଲକ୍ଷଣ ବୋଲି ଡାକ୍ତର ସୂଚନା ଦେଇଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login