The Ultimate Managed Hosting Platform
ADVERTISEMENT

ସାମ୍ବାଦିକ ସମ୍ମିଳନୀ କରି ପ୍ରତିଶ୍ରୁତି ଦୋହରାଇଲା ବିଜେଡି

Facebook
Twitter
LinkedIn

ଭୁବନେଶ୍ୱର : ଆଜି ସାମ୍ବାଦିକ ସମ୍ମିଳନୀ କରି ଦଳର ପ୍ରତିଶ୍ରୁତି ଦୋହରାଇଲା ବିଜେଡି । ପୂର୍ବତନ ସାଂସଦ ତଥା ଜାତୀୟ ମୁଖପାତ୍ର ଅମର ପଟ୍ଟନାୟକ କହିଛନ୍ତି, ୨୦୩୪ ସୁଦ୍ଧା ଓଡ଼ିଶା ଏକ ରାଜ୍ୟ ହେବ ବୋଲି ମୁଖ୍ୟମନ୍ତ୍ରୀ ଲକ୍ଷ୍ୟ ରଖିଥିବା କହିଛି ବିଜେଡି । ୧୦୦ ୟୁନିଟ୍ ପର୍ୟ୍ୟନ୍ତ ମାଗଣା ବିଜୁଳି ପାଇଁ ପ୍ରତିଶ୍ରୁତି ଦିଆଯାଇଛି । ଦେଶର ରାଜ୍ୟ ଭାବେ ଯୁବ ବଜେଟ୍ ଆଣିବ ଓଡ଼ିଶା । ବିଜେଡିର ଇସ୍ତାହାର ଐତିହାସିକ ବୋଲି କହିଛି ଦଳ । ଅନ୍ୟପଟେ ବିଜେଡିର ଇସ୍ତାହାରକୁ କଟାକ୍ଷ କଲେ କେନ୍ଦ୍ରମନ୍ତ୍ରୀ । ବିଜେଡିର ନିର୍ବାଚନୀ ଇସ୍ତାହାର ଉପରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ । କହିଛନ୍ତି, ବିଜେଡିର ଇସ୍ତାହାରରେ ନୂଆ କିଛି ନାହିଁ । ବିଜେପିର ଇସ୍ତାହାରକୁ କିଛିଟା କପି କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login