The Ultimate Managed Hosting Platform
ADVERTISEMENT

ସିଂହଦ୍ୱାର ସମ୍ମୁଖରେ ନନ୍ଦିଘୋଷ

Facebook
Twitter
LinkedIn

ପୁରୀ : ସିଂହଦ୍ୱାର ସମ୍ମୁଖରେ ନନ୍ଦିଘୋଷ ରଥ । ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସମ୍ମୁଖକ ୁଅଣାଗଲା । ପରେ ପରେ ଆସୁଛି ଦର୍ପଦଳନ ଓ ତାଳଧ୍ୱଜ ରଥ । ଆସନ୍ତାକାଲି ପ୍ରସିଦ୍ଧ ରଥ ଯାତ୍ରା । ଅନେକ ଭକ୍ତ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ଅପେକ୍ଷା କରି ରହିଛନ୍ତି । ବଡ ଦାଣ୍ଡରେ ମହାପ୍୍ରଭୁ ଜଗନ୍ନାଥ,ବଳଭଦ୍ର ଓ ସୁଭଦ୍ରା ଭକ୍ତଙ୍କୁ ଦର୍ଶନ ଦେବେ ।

୪୦ ଡିଗ୍ରୀ ଟପିଲା ଝାରସୁଗୁଡା
ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login