The Ultimate Managed Hosting Platform
ADVERTISEMENT

ସିଆରପିଏଫ-ମାଓବାଦୀ ମୁହାଁମୁହିଁ

Facebook
Twitter
LinkedIn

ନୁଆପଡା : କମ୍ବିଂ ବେଳେ ସିଆରପିଏଫ-ମାଓବାଦୀ-ମାଓବାଦୀ ମୁହାଁମୁହିଁ । ସୁନାବେଡା ଅଭୟାରଣ୍ୟ ବରକୋଟ ଘାଟିରେ ଗୁଳି ବିନିମୟ । କମ୍ବିଂ ବେଳେ ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ ମାଓବାଦୀ । କମ୍ବିଂ ବେଳେ ଯବାନଙ୍କୁ ସାମ୍ନା କରି ନ ପାରି ଘଟଣାସ୍ଥଳରୁ ମାଓବାଦୀଙ୍କ ଛତ୍ର ଭଙ୍ଗ । ସର୍ଚ୍ଚ ଅପରେସନ ଜାରି । ଘଟଣାସ୍ଥଳରେ ୫ ରାଉଣ୍ଡ ଗୁଳିବିନିମୟ ହୋଇଥିବା ବେଳେ ଏଯାଏ କୈାଣସି କ୍ଷୟକ୍ଷତିର ସୂଚନା ଆସି ନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ନୂଆଦିଲ୍ଲୀ : ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ୧୩ ଯବାନଙ୍କର ଚାଲିଗଲା ଜୀବନ । ଖାଇବର ପଖଟୁଙ୍ଖବ୍ୱା ଉତ୍ତର ବ୍ୱାଜିରିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ଆଉ ୧୦...

ADVERTISEMENT
ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ବ୍ୟୁରୋ : ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ । ହେଲେ ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି...

Login