The Ultimate Managed Hosting Platform
ADVERTISEMENT

ସିକ୍କିମରେ ପ୍ରବଳ ବର୍ଷା ପରେ ଭୂସ୍ଖଳନ

Facebook
Twitter
LinkedIn

ସିକ୍କିମ : ପଶ୍ଚିମ ସିକ୍କିମର ୟାଙ୍ଗଥାଙ୍ଗ ଅଞ୍ଚଳରେ ଭୂସ୍ଖଳନ ହୋଇଛି । ଘଟଣାରେ ୪ ଜଣଙ୍କ ମୃତ୍ୟୁ, ୩ ଜଣ ନିଖୋଜ ହୋଇଛନ୍ତି । ହୁମି ନଦୀରେ ବନ୍ୟା ଆସି ଭୂସ୍ଖଳନ ହୋଇଛି । ଭୂସ୍ଖଳନ ଯୋଗୁଁ ଘଟଣା ସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ଘଟିଥିଲା । ପରେ ଆଉ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ତାଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସ୍ଥାନୀୟ ଲୋକଙ୍କ ସହାୟତରେ ଦୁଇ ଜଣ ମହିଳାଙ୍କୁ ଉଦ୍ଧାର କରିଥିଲା ପୋଲିସ । ବର୍ତ୍ତମାନ ସୁଦ୍ଧା ଆଉ ୩ ଜଣ ନିଖୋଜ ଅଛନ୍ତି । ସେମାନଙ୍କ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି । ପଶ୍ଚିମ ସିକିମର ୟାଙ୍ଗଥାଙ୍ଗ ଅଞ୍ଚଳର ଉପର ରିମ୍ବି ଅଞ୍ଚଳରେ ଘଟିଛି । ଯେଉଁଠାରେ ମଧ୍ୟରାତ୍ରିରେ ଭୂସ୍ଖଳନ ହୋଇଥିଲା । ଭୂସ୍ଖଳନରେ ଫସି ରହିବା ପରେ ତିନି ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଭୂସ୍ଖଳନର ସୂଚନା ପାଇ ପୋଲିସ ଏବଂ ଏସଏସବି କର୍ମଚାରୀମାନେ ତୁରନ୍ତ ସ୍ଥାନୀୟ ଲୋକଙ୍କ ସହିତ ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login