The Ultimate Managed Hosting Platform
ADVERTISEMENT

ସିବିଏସଇ ଦଶମ ରେଜଲ୍ଟ ପ୍ରକାଶ

Facebook
Twitter
LinkedIn

ନୂଆଦିଲ୍ଲୀ : ପ୍ରକାଶ ପାଇଲା ସିବିଏସଇ ଦଶମ ଶ୍ରେଣୀ ରେଜଲ୍ଟ । ୱେବସାଇଟରେ ରେଜଲ୍ଟ ଉପଲବ୍ଧ । ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ ହାର ୨.୩୭ପ୍ରତିଶତ ଅଧିକ । ପରୀକ୍ଷା ଫଳ ପ୍ରକାଶ ପରେ ଛାତ୍ରଛାତ୍ରୀଙ୍କ ଭିତରେ ଉତ୍ସାହ । ଛାତ୍ରୀଙ୍କ ପାସ୍ ହାର ୯୫ ପ୍ରତିଶତ ଥିବାବେଳେ ପୁଅଙ୍କ ପାସ ହାର ୯୨.୬୨ ପ୍ରତିଶତ । ଭୁବନେଶ୍ବର ରିଜିଅନରେ ପାସ୍ ହାର ୯୨.୬୪ ପ୍ରତିଶତ ରହିଛି । ତେବେ www.cbse.gov.in, cbseresults.nic.in ରେ ରେଜଲ୍ଟ ଦେଖି ପାରିବେ ଛାତ୍ରଛାତ୍ରୀ । digilocker.gov.in ସହ ଉମଙ୍ଗ ଆପରେ ମଧ୍ୟ ରେଜଲ୍ଟ ଦେଖିବା ସହ ମାର୍କସିଟ୍ ଡାଉନଲୋଡ୍ କରିହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login