The Ultimate Managed Hosting Platform
ADVERTISEMENT

ସିଲଭର ସିଟି କଟକ ପବ୍ଲିକ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆଜି ଏକ ଅଭିନବ ଉପାୟରେ ରାସ୍ତା ମରାମତି ପାଇଁ ପ୍ରତିବାଦ କରାଯାଇଛି l

Facebook
Twitter
LinkedIn

ସିଲଭର ସିଟି କଟକ ପବ୍ଲିକ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆଜି ଏକ ଅଭିନବ ଉପାୟରେ ରାସ୍ତା ମରାମତି ପାଇଁ ପ୍ରତିବାଦ କରାଯାଇଛି l ସହରର ବିପର୍ଯ୍ୟସ୍ତ ରାସ୍ତା ପାଇଁ ଟ୍ରଷ୍ଟର କର୍ମକର୍ତ୍ତାମାନେ ନିଜେ ନିଜେ ଗାଡ଼ିରୁ ପଡି ପ୍ରତିବାଦ କରିଛନ୍ତି l ଏହି ପ୍ରତିବାଦ ଭେଲଭ୍ୟୁ ଛକ ସମେତ ସହରର ବିଭିନ୍ନ ସ୍ଥାନରେ ପ୍ରତିବାଦ ଦେଖାଦେଇଛି l ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି l

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login