The Ultimate Managed Hosting Platform
ADVERTISEMENT

ସୀମା ଲଂଘିଲେ ଟୁଟୁ ନାୟକ, ସାମ୍ବାଦିକାଙ୍କୁ ମାଡ ମାରିଥିବା ଅଭିଯୋଗ

Facebook
Twitter
LinkedIn

ଭଉବନେଶ୍ୱର : ସୀମା ଲଂଘିଲେ ଟୁଟୁ ନାୟକ । ପୁଣି ବିବାଦରେ ଫସିଲେ ପ୍ରଯୋଜକ ଟୁଟୁ ନାୟକ । ଜଣେ କାର୍ୟ୍ୟରତ ମହିଳା ସାମ୍ବାଦିକଙ୍କୁ ସଂଜୟ ନାୟକ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଛି । ଏନେଇ ଖାରବେଳ ନଗର ଥାନାରେ ଅଭିଯୋଗ କରିଛନ୍ତି ସାମ୍ବାଦିକା । ମହିଳା ସାମ୍ବାଦିକ ଅଭିଯୋଗ କରିଛନ୍ତି ଯେ ଏକ ଖବର ସଂଗ୍ରହ ପାଇଁ ସେ ଯାଇଥିବା ବେଳେ ଟୁଟୁ ନାୟକ ହଠାତ୍ ତାଙ୍କ ଗାଲକୁ ଚାପୁଡ଼ା ମାରିଥିଲେ । ତାଙ୍କୁ ଅଶାଳୀନ ବ୍ୟବହାର କରିଥିଲେ । କେବଳ ଏତିକି ନୁହେଁ ସାମ୍ବାଦିକାଙ୍କୁ ଗାଳିଗୁଲଜ କରିଥିବା ନେଇ ଅଭିଯୋଗ ହୋଇଛି । ପ୍ରଯୋଜକ କାହିଁକି ମାଡ଼ ମାରିଲେ, ତାହା ଜଣାପଡ଼ିନଥିବା ବେଳେ ମହିଳା ସାମ୍ବାଦିକ ଜଣକ ଥାନାରେ ଏନେଇ ଏତଲା ଦେଇଛନ୍ତି । ଟୁଟୁଙ୍କ ଏପରି ବ୍ୟବହାର ତାଙ୍କ ମର୍ୟ୍ୟାଦା ହାନୀ କରିଥିବା ଅଭିଯୋଗ କରିଛନ୍ତି ମହିଳା ସାମ୍ବାଦିକ । ଏହାସହ ପ୍ରଯୋଜକଙ୍କ ବିରୋଧରେ ଆଇନଗତ କାର୍ୟ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login