The Ultimate Managed Hosting Platform
ADVERTISEMENT

ସୁଉଚ୍ଚ ବ୍ରିଜରେ ଗଡିଲା ବନେ୍ଦ ଭାରତ ଏକ୍ସପ୍ରେସ

Facebook
Twitter
LinkedIn

ନୂଆଦିଲ୍ଲୀ : ସୁଉଚ୍ଚ ବ୍ରିଜରେ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ। କଟରାରୁ ଶ୍ରୀନଗର ଭିତରେ ବନ୍ଦେ ଭାରତ ଏକ୍ସପ୍ରେସର ପ୍ରଥମ ଟ୍ରାଏଲ ରନ୍ ହୋଇଛି । ଅଞ୍ଜି ଖାଡ଼ ବ୍ରିଜ ଯାହା ଭାରତର ପ୍ରଥମ କେବଲ ଷ୍ଟେ ବ୍ରିଜ ଏବଂ ଚେନାବ ବ୍ରିଜ ଯାହା ବିଶ୍ବର ଉଚ୍ଚତମ ରେଳୱେ ବ୍ରିଜ । ଏହା ଦେଇ ଗତି କରିଛି ବନ୍ଦେ ଭାରତ ଏକ୍ସପ୍ରେସ । ବଡ଼ କଥା ହେଉଛି କଶ୍ମୀରର ଥଣ୍ଡା ପରିବେଶକୁ ନଜରରେ ରଖି ଏହି ଟ୍ରେନକୁ ଡିଜାଇନ କରାଯାଇଛି । କଶ୍ମୀରର ସୁନ୍ଦର ଉପତ୍ୟକାରେ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍ ଚଳାଇବା ପାଇଁ ଭାରତୀୟ ରେଳ ପ୍ରସ୍ତୁତି ଶେଷ କରିବା ପରେ ଆଜି ଟ୍ରାଏଲ ରନ କରାଯାଇଛି । ଟ୍ରେନ୍ ଚଳାଚଳର ଶୁଭାରମ୍ଭ ଖୁବ୍ଶୀଘ୍ର ହେବାକୁ ଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login