The Ultimate Managed Hosting Platform
ADVERTISEMENT

ସୁପ୍ରିମକୋର୍ଟରେ ଶପଥ ନେଲେ ଦୁଇ ନୂଆ ବିଚାରପତି

Facebook
Twitter
LinkedIn

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ଦୁଇ ନୂତନ ବିଚାରପତିଙ୍କ ଶପଥ ଗ୍ରହଣ । ସର୍ବୋଚ୍ଚ କୋର୍ଟର ବିଚାରପତି ଭାବେ ଶପଥ ନେଇଛନ୍ତି ଆନ୍ଧ୍ରପ୍ରଦେଶର ମୁଖ୍ୟ ବିଚାରପତି ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ର ଓ ବରିଷ୍ଠ ଆଇନଜୀବୀ ଜଷ୍ଟିସ କାଲପାଥି ଭେଙ୍ଗଟରମଣ ବିଶ୍ୱନାଥ । ବିଚାରପତିଙ୍କ ବରିଷ୍ଠତା ଦୃଷ୍ଟିରୁ କେଭି ବିଶ୍ୱନାଥ ୨୦୩୦ରେ ସୁପ୍ରିମକୋର୍ଟର ପ୍ରଧାର ବିଚାରପତି ହେବେ । ଜଷ୍ଟିସ ମିଶ୍ର ଓ ଜଷ୍ଟିସ ବିଶ୍ବନାଥଙ୍କୁ ବିଚାରପତି କରିବା ପାଇଁ କେନ୍ଦ୍ରକୁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିଲେ । ରାଷ୍ଟ୍ରପତିଙ୍କ ମୋହର ପରେ ଆଜି ପ୍ରଧାନ ବିଚାରପତି ଡି.ଓ୍ୱାଇ ଚନ୍ଦ୍ରଚୂଡ଼ ଦୁଇ ନୂତନ ବିଚାରପତିଙ୍କ ଶପଥ ପାଠ କରାଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login