The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ସୁସ୍ଥ ହେବା ପରେ ହସ୍ପିଟାଲରୁ ଡିସଚାର୍ଜ ହେଲେ ସାଂସଦ ପ୍ରତାପ ଷଡଙ୍ଗୀ

Facebook
Twitter
LinkedIn

ନୂଆଦିଲ୍ଲୀ : ଦିଲ୍ଲୀ ରାମ ମନୋହର ଲୋହିଆ ହସ୍ପିଟାଲରୁ ଡିସଚାର୍ଜ ହେଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ। ଡାକ୍ତରଙ୍କ ପରାମର୍ଶ ପରେ ଡିସଚାର୍ଜ କରାଯାଇଛି । ଗତ ୧୯ ତାରିଖରେ ମେଡିକାଲରେ ଭର୍ତ୍ତି ହୋଇଥିଲେ । ସଂସଦ ପରିସରରେ ଠେଲାପେଲାରେ ଆହତ ହୋଇଥିଲେ ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ । ସଂସଦ ଭବନ ସିଡ଼ି ଚଢିବା ବେଳେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଠେଲି ଦେଇଥିବା ପ୍ରତାପ ଅଭିଯୋଗ କରିଥିଲେ । ସୂଚନା ଅନୁଯାୟୀ ସଂସଦ ଭବନରେ କଂଗ୍ରେସ ନେତାଙ୍କ ଠେଲା ପେଲା ମଧ୍ୟରେ ଆହତ ହୋଇଥିଲେ ପ୍ରତାପ ଷଡ଼ଙ୍ଗୀ । ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ସହ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ତାଙ୍କୁ ୧୯ ତାରିଖ ଦିନ ଭର୍ତ୍ତି କରାଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login