The Ultimate Managed Hosting Platform
ADVERTISEMENT

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୩୬ ଘଣ୍ଟାରେ ଅବପାତ !

Facebook
Twitter
LinkedIn

ଭୁବନେଶ୍ୱର : ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ଲଘୁଚାପ କ୍ଷେତ୍ର । କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ପରିଣତ ହେଲା । ପଶ୍ଚିମ –ଉକ୍ରର ପଶ୍ଚିମ ଆଡକୁ ମୁହାଁଇବ ଲଘୁଚାପ କ୍ଷେତ୍ର । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୂଳକୁ ଗତି କରିବ । ଆଗାମୀ ୩୬ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତ ସମ୍ଭାବନା । ଲଘୁଚାପର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login