The Ultimate Managed Hosting Platform
ADVERTISEMENT

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

Facebook
Twitter
LinkedIn

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା । ଘନୀଭୂତ ସହ ସ୍ପଷ୍ଟ ଚିହ୍ନିତ ଲଘୁଚାପ ରୂପ ନେବା ଆଶଙ୍କା । ଲଘୁଚାପଟି ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ । ଉତ୍ତର ଓଡିଶା ଓ ପାଶ୍ୱର୍ବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁ ସମ୍ଭାବନା । ବାତ୍ୟା ୱିଫାର ଅବଶିଷ୍ଟାଂଶ ପ୍ରବେଶ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଭୁବନେଶ୍ୱର ଆଞ୍ଚଳିକ ପାଣି ପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ଏହା ପ୍ରଭାବରେ ଆଜି ଓ କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡଘଡି ଓ ବିଜୁଳି ମାରିବାର ସମ୍ଭାବନା ରହିଛି। ଆଜି ପାଇଁ କୋରାପୁଟ, ମୟୁରଭଞ୍ଜ, ନବରଙ୍ଗପୁର, ଗଜପତି, କେନ୍ଦୁଝର, ମାଲକାନଗିରିରେ ଅତି ପ୍ରବଳ ବର୍ଷା ହେବ। ସେହିପରି ସୁନ୍ଦରଗଡ଼, ଦେବଗଡ଼, ଢେଙ୍କାନାଳ, ଅନୁଗୁଳ, ବାଲେଶ୍ୱର, କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଉପକୂଳ ଜିଲ୍ଲାରେ ୩୦ରୁ ୪୦ କିଲୋମିଟର ପବନ ସହ ବିଜୁଳି, ଘଡଘଡି ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ମୟୁରଭଞ୍ଜ, କେନ୍ଦୁଝରରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login