The Ultimate Managed Hosting Platform
ADVERTISEMENT

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା

Facebook
Twitter
LinkedIn

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡିଶା ଉପକୂଳରେ ସୃଷ୍ଟି ହେଲା । ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଆଡକୁ ଗତି କରିବ । ଏଥି ସହ ସଂଲଗ୍ନ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଛତିଶଗଡ ଆଡକୁ ୪୮ ଘଣ୍ଟା ମଧ୍ୟରେ ଗତି କରିବ । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ସାଢ଼େ ୮ଟା ସମୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସଂଲଗ୍ନ ଉପର ବାୟୁ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ଉଚ୍ଚତା ପର୍ୟ୍ୟନ୍ତ ଦକ୍ଷିଣ ଆଡ଼କୁ ଘୂର୍ଣ୍ଣିବଳୟ ସହିତ ବିସ୍ତାରିତ ହୋଇଛି । ଏହା ଆଗାମୀ ୨ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login