The Ultimate Managed Hosting Platform
ADVERTISEMENT

ସୃଷ୍ଟି ହେଲା ଲଘୁଚାପ: ୩୧ରୁ ପ୍ରବଳ ବର୍ଷା ସମ୍ଭାବନା

Facebook
Twitter
LinkedIn

ଭୁବନେଶ୍ଵର : ସୃଷ୍ଟି ହେଲା ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ କାଲିଠୁ ରାଜ୍ୟରେ ବଢିବ ବର୍ଷା ପରିମାଣ । ୩୧ ତାରିଖରୁ ଅଧିକାଂଶ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୩୧ରୁ ୧ ତାରିଖ ପାଇଁ ରାଜ୍ୟର କିଛି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହ ସୁଖଦୁଃଖ ହୋଇଛନ୍ତି...

ADVERTISEMENT

Login