The Ultimate Managed Hosting Platform
ADVERTISEMENT

ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

Facebook
Twitter
LinkedIn

ନୂଆଦିଲ୍ଲୀ : ଭାରତୀୟ ସେନାର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ସେନା ବାହିନୀର ଏଏଲଏଚ ଧ୍ରୁବ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ଜାମ୍ମୁକାଶ୍ମୀର କିସ୍ତୱାର ନିକଟରେ ଖସିପଡିଥିବା ସୂଚନା । ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରର ପାଇଲଟମାନେ ଆହତ ହୋଇଥିବା ସୂଚନା । ପାଇଲଟ ଆହତ ହୋଇଥିଲେ ବି ବିପଦମୁକ୍ତ ଥିବା କହିଲା ସେନା । ଏହି ଦୁର୍ଘଟଣାରେ ପାଇଲଟଙ୍କ ସମେତ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣାସ୍ଥଳରେ ରିଲିଫ ଓ ଉଦ୍ଧାର କାର୍ୟ୍ୟ ଚାଲିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଜଣେ ଅଧିକାରୀଙ୍କ କହିବାନୁସାରେ, ହେଲିକପ୍ଟରରେ ୩ ଜଣ ଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login