The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ସୋଭନା ମହାନ୍ତିଙ୍କୁ ମହିଳା କମିଶନ ଅଧ୍ୟକ୍ଷା ଓ ବବିତା ପାତ୍ରଙ୍କୁ ଶିଶୁ ସୁରକ୍ଷା ଆୟୋଦ ଅଧ୍ୟକ୍ଷା ଭାବେ ନିଯୁକ୍ତ ଦେଲେ ରାଜ୍ୟ ସରକାର

Facebook
Twitter
LinkedIn

ଭୁବନେଶ୍ୱର : ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ନିଯୁକ୍ତ ହେଲେ ରାଜ୍ୟ ସରକାର । ନିଯୁକ୍ତି ନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି । ତେବେ ସୋଭନା ମହାନ୍ତି କହିଛନ୍ତି କି ମହିଳାଙ୍କୁ ନ୍ୟାୟ ପ୍ରଦାନ ପାଇଁ କାର୍ଯ୍ୟ କରିବି । ରାଜ୍ୟ ସରକାର ଏହାକୁ ନେଇ ପ୍ରାଥମିକତା ଦେଉଛନ୍ତି । ବାଲେଶ୍ୱର ଘଟଣାରେ କଠୋର ପଦକ୍ଷେପ ନେଇଛନ୍ତି । ଆଗକୁ ମଧ୍ୟ ମହିଳାଙ୍କୁ ନ୍ୟାୟ ପାଇଁ କଠେର ପଦକ୍ଷେପ ନିଆଯିବ ।
ଅନ୍ୟପଟେ ବବିତା ପାତ୍ର ଶିଶୁ ଅଧିକାର ଆୟୋଗ ଅଧ୍ୟକ୍ଷା ଭାବେ ନିଯୁକ୍ତ । ୩ ବର୍ଷ ପାଇଁ ନିଯୁକ୍ତ ଦେଲେ ରାଜ୍ୟ ସରକାର । ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି । ଶିଶୁ ସୁରକ୍ଷା ଆୟୋଗରେ ସ୍ଥାନ ପାଇଲେ ଆଉ ୬ ସଦସ୍ୟ । ସୁକେଶୀ ଓରାମ, କଳ୍ପନା ଲେଙ୍କା , ଚନ୍ଦନା ଦାସ ସଦସ୍ୟ ନିଯୁକ୍ତ । କସ୍ତୁରୀ ମିଶ୍ର , ମନସ୍ମିତା ଖୁଣ୍ଟିଆ, ସୁଜାତା ନାୟକ ସଦସ୍ୟ ନିଯୁକ୍ତ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସିପିଙ୍କ କଡା ଚେତାବନୀ ; ଆବଶ୍ୟକ ହେଲେ ରୁଜୁ ହେବ ଦେଶଦ୍ରୋହ ମାମଲା

ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସିପିଙ୍କ କଡା ଚେତାବନୀ ; ଆବଶ୍ୟକ ହେଲେ ରୁଜୁ ହେବ ଦେଶଦ୍ରୋହ ମାମଲା

କଟକ : ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସିପିଙ୍କ କଡା ଚେତାବନୀ । ଆବଶ୍ୟକ ହେଲେ ଦେଶଦ୍ରୋହ ମାମଲା ରୁଜୁ କରାଯିବ କହିଲେ ପୋଲିସ...

Login