ଭୁବନେଶ୍ୱର : ସ୍ଥଗିତ ରହିଲା ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଆସନ୍ତା ୨୫ ତାରିଖରେ ମିଳିଥାନ୍ତି ଟଙ୍କା । ହେଲେ ସବିଶେଷ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇ ନ ଥିବାରୁ ସ୍ଥଗିତ ରଖିବାକୁ ନିଷ୍ପତି ନେଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଯାଞ୍ଚ ପ୍ରକ୍ରିୟା ଶେଷ କରି ନ ଥିବା ହିତାଧିକାରୀଙ୍କୁ ସରକାର ଶେଷ ସୁଯୋଗ ଦେଇଛନ୍ତି । ଏ ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା ।
Views: 29