The Ultimate Managed Hosting Platform
ADVERTISEMENT

ସ୍ୱାଧୀନତା ଦିବସରେ ପତାକା ଉତ୍ତୋଳନ ବେଳେ ବିଦ୍ୟୁତ ଝଟକାରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

Facebook
Twitter
LinkedIn

ବରୀ: ସ୍ବାଧୀନତା ଦିବସରେ ଚାଲିଗଲା ଜୀବନ । ପତାକା ଉତ୍ତୋଳନ ପାଇଁ ପତାକା ବାନ୍ଧୁଥିବା ସମୟରେ ବିଦ୍ୟୁତ ଆଘାତରେ ଜଣେ ବ୍ୟକ୍ତିଙ୍କର ପ୍ରାଣ ହାନୀ ହୋଇଛି । ବ୍ୟକ୍ତି ଜଣକ ହେଲେ ନିର୍ମଳ ପ୍ରଧାନ ବୟସ ୨୮ ବୋଲି ଜଣାପଡ଼ିଛି। ସେ ଭାରତ ଫାଇନାସରେ କାର୍ୟ୍ୟ କରୁଥିବା ସୂଚନା। ତାଙ୍କ ଘର ଧର୍ମଶାଳାର ମିର୍ଜାପୂର ବୋଲି ଜଣାପଡିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପହଁଚିଲେ । ପାରମ୍ପରିକ ନୃତ୍ୟ ମାଧ୍ୟମରେ ସ୍ୱାଗତ କରାଯାଇଛି...

ADVERTISEMENT
ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ନୂଆଦିଲ୍ଲୀ : ଦିନକୁ ଦିନ ତୀବ୍ର ହେଉଛି ମଧ୍ୟପ୍ରାଚ୍ୟ ଯୁଦ୍ଧ । ଇସ୍ରାଏଲ-ଇରାନ ମଧ୍ୟରେ ଆକ୍ରମଣ-ପ୍ରତିଆକ୍ରମଣ ବୃଦ୍ଧି ପାଉଛି । ୮ ଦିନ ଧରି ଲଗାତାର ହେଉଛି...

Login