The Ultimate Managed Hosting Platform
ADVERTISEMENT

ସ୍ୱାମୀର ଜୀବନ ନେଇ ଡ୍ରମରେ ରଖିଦେଲା ପତ୍ନୀ, ଡ୍ରମକୁ କରିଥିଲା ସିମେଣ୍ଟ ପ୍ଲାଷ୍ଟର

Facebook
Twitter
LinkedIn

ନୂଆଦିଲ୍ଲୀ : ଉତ୍ତରପ୍ରଦେଶ ମେରଟର ଏକ ଘରୁ ପ୍ଲାଷ୍ଟିକ୍ ଡ୍ରମରୁ ମିଳିଛି ଯୁବକଙ୍କ ମୃତଦେହ । ଖବର ମିଳିବା ପରେ ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । ମୃତକ ଜଣକ ହେଲେ ସୌରଭ ରାଜପୁତ । ମୃତକ ସୌରଭ ମର୍ଚ୍ଚାଣ୍ଟ ନେଭି ଚାକିରି କରୁଥିଲେ । ଏହି ହତ୍ୟାକାଣ୍ଡ ପଛରେ ତାଙ୍କ ସ୍ତ୍ରୀ ଏବଂ ତାଙ୍କ ବଏଫ୍ରେଣ୍ଡଙ୍କର ହାତ ପୋଲିସ ସନ୍ଦେହ କରୁଛି । ପୋଲିସ ଏମାନଙ୍କୁ ଗିରଫ କରିଛି । ଗିରଫ କରି ପୋଲିସ ପଚରାଉଚରା କରିବା ପରେ ସବୁ ସତ ସାମ୍ନାକୁ ଆସିଥିଲା । ପତ୍ନୀ ମୁସ୍କାନ ବଏଫ୍ରେଣ୍ଡ ସହିତ ମିଶି ସ୍ବାମୀକୁ ହତ୍ୟା କରିବା ପରେ ମ୍ତଦେହକୁ ଏକ ପ୍ଲାଷ୍ଟିକ ଡ୍ରମରେ ଭର୍ତ୍ତି କରି ସିମେଣ୍ଟ ଘୋଳ ପ୍ରସ୍ତୁତ କରି ସିଲ୍ କରିଦେଇଥିଲା । ପୋଲିସ ଏହି ମାମଲାରେ ଦୁଇଜଣଙ୍କୁ ଗିରଫ କରି ଯାଞ୍ଚ ଆରମ୍ଭ କରିଛି । ଗିରଫ ଦୁଇ ଅଭିଯୁକ୍ତ ନିଜ ଦୋଷ ସ୍ବୀକାର କରିଛନ୍ତି । କେମିତି ସୌରଭକୁ ମାରିଥିଲେ, ମ୍ତଦେହକୁ କେମିତି ରଖିଥିଲେ ସବୁକିଛି ପୋଲିସ ଆଗରେ ମାନିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login