ଭୁବନେଶ୍ୱର : ହାଇ ପ୍ରୋଫାଇଲ ଠକେଇ ଘଟଣା । ହାଇକୋର୍ଟରୁ ନିରାଶ ହେଲେ ହଂସିତା । ହଂସିତାଙ୍କ ଅନ୍ତରୀଣ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ । ସ୍ୱାମୀଙ୍କ ଅସୁସ୍ଥତା ଦର୍ଶାଇ ୪ ସପ୍ତାହର ଅନ୍ତରୀଣ ଜାମିନ ଆବେଦନ କରିଥିଲେ ।
Views: 23
ଭୁବନେଶ୍ୱର : ହାଇ ପ୍ରୋଫାଇଲ ଠକେଇ ଘଟଣା । ହାଇକୋର୍ଟରୁ ନିରାଶ ହେଲେ ହଂସିତା । ହଂସିତାଙ୍କ ଅନ୍ତରୀଣ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ । ସ୍ୱାମୀଙ୍କ ଅସୁସ୍ଥତା ଦର୍ଶାଇ ୪ ସପ୍ତାହର ଅନ୍ତରୀଣ ଜାମିନ ଆବେଦନ କରିଥିଲେ ।
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...