The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ହାଇକୋର୍ଟରେ ଅଙ୍ଗନବାଡି ମାମଲା

Facebook
Twitter
LinkedIn

ନୟାଗଡ : ଅଙ୍ଗନବାଡି କର୍ମୀଙ୍କୁ କେନ୍ଦ୍ରୀୟ ହାରରେ ଦରମା ପ୍ରଦାନ ନେଇ ମାମଲା । ହାଇକୋର୍ଟରେ ମାମଲା କଲେ ନୟାଗଡର ଜଣେ ଅଙ୍ଗନବାଡି କର୍ମୀ । କେନ୍ଦ୍ରୀୟ ହାରରେ ଦରମା ସହ ଅନ୍ୟ ରାଜ୍ୟରେ ମିଳୁଥିବା ସୁବିଧା ଦାବି । ମାମଲାରେ ମୁଖ୍ୟ ଶାସନ ସଚିବ , ମିଶନ ଶକ୍ତି ସଚିବଙ୍କୁ ପକ୍ଷଭୁକ୍ତ । ନୟାଗଡ ଜିଲ୍ଲାପାଳଙ୍କ ସହ ସିଡିପିଓଙ୍କୁ ପକ୍ଷଭୁକ୍ତ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

କେନ୍ଦ୍ର ସରକାରଙ୍କ ପାଖରେ ନାହିଁ ଭୁବନେଶ୍ୱର ମେଟ୍ରାେ ପ୍ରକଳ୍ପ ପ୍ରସ୍ତାବ

କେନ୍ଦ୍ର ସରକାରଙ୍କ ପାଖରେ ନାହିଁ ଭୁବନେଶ୍ୱର ମେଟ୍ରାେ ପ୍ରକଳ୍ପ ପ୍ରସ୍ତାବ

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ପାଖରେ ନାହିଁ ଭୁବନେଶ୍ୱର ମେଟ୍ରାେ ପ୍ରକଳ୍ପ ପ୍ରସ୍ତାବ । ସଂସଦରେ ମନ୍ତ୍ରୀ ରଖିଥିବା ତଥ୍ୟରେ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ନାଁ ନାହିଁ...

ADVERTISEMENT