The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ହାଇକୋର୍ଟରେ ଜୁନିୟର ଟିଚର ନିଯୁକ୍ତି ମାମଲା ; ନିଯୁକ୍ତ ହେବେ ୬ ହଜାର ଶିକ୍ଷକ

Facebook
Twitter
LinkedIn

ଭୁବନେଶ୍ୱର : ହାଇକୋର୍ଟରେ ଜୁନିୟର ଟିଚର ନିଯୁକ୍ତି ମାମଲା । ଖାଲି ପଡିଥିବା ୬ ହଜାର ଶିକ୍ଷକ ପଦଵୀରେ ଖୁବଶୀଘ୍ର ନିଯୁକ୍ତି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ମେରିଟ ଆଧାରରେ ତୁରନ୍ତ ନିଯୁକ୍ତି ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ରାଜ୍ୟ ସରକାର କରିଥିଲେ ବିଜ୍ଞପ୍ତି । ପରୀକ୍ଷା ପରେ ୧୬ ହଜାର ଚୂଡାନ୍ତ ତାଲିକା କରିଥିଲେ ସରକାର । ସେଥିମଧ୍ୟରୁ ପ୍ରାୟ ୨ ହଜାର ଶିକ୍ଷକ ଯୋଗ ଦେଇ ନଥିଲେ । ସେହି ବିଜ୍ଞପ୍ତି ଅନୁଯାୟୀ ଖାଲି ଥିବା ପଦବୀ ପୂରଣ କରିବାକୁ ନିର୍ଦ୍ଦେଶ । ପରୀକ୍ଷା ଦେଇ ମେଧା ତାଲିକାରେ ଥିବା ପ୍ରାର୍ଥୀଙ୍କୁ ସୁଯୋଗ ଦେବାକୁ ନିର୍ଦ୍ଦେଶ । ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ଓଡିଶା ହାଇକୋର୍ଟ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login