The Ultimate Managed Hosting Platform
ADVERTISEMENT

ହାଇକୋର୍ଟରେ ପଦ୍ମଶ୍ରୀ ପୁରସ୍କାର ବିବାଦ

Facebook
Twitter
LinkedIn

କଟକ : ହାଇକୋର୍ଟରେ ପଦ୍ମଶ୍ରୀ ପୁରସ୍କାର ବିବାଦ । ପୂର୍ବ ନିର୍ଦ୍ଦେଶ ଅନୁଯାୟୀ ହାଇକୋର୍ଟରେ ହାଜର ହେଲେ ଆବେଦନକାରୀ ଡାକ୍ତର ଅନ୍ତର୍ୟ୍ୟାମୀ ମିଶ୍ର । ଆବେଦନକାରୀ ନିଜର କୃତୀ ହାଇକୋର୍ଟଙ୍କୁ ଦର୍ଶାଇଛନ୍ତି । ୨୯ ଟି ପୁସ୍ତକ ବିଚାରପତିଙ୍କୁ ଦେଖାଇଲେ। ହେଲେ ପ୍ରତିପକ୍ଷ ପଣ୍ଡିତ ଅନ୍ତର୍ୟ୍ୟାମୀ ମିଶ୍ର ହାଜର ହୋଇ ନାହାନ୍ତି। ହାଜର ହୋଇ ନିଜର କୃତୀ ଦର୍ଶାଇବା ପାଇଁ ସମୟ ନେଇଛନ୍ତି । ଆସନ୍ତା ୧୮ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login