ଭୁବନେଶ୍ୱର : କଂଗ୍ରେସରୁ ଇସ୍ତଫା ଦେଲେ ଗଣେଶ୍ୱର ବେହେରା । ବରିଷ୍ଠ କଂଗ୍ରେସ ନେତା ଗଣେଶ୍ୱର ବେହେରାଙ୍କ ଇସ୍ତଫା । ପିସିସି ସଭାପତି ଇସ୍ତଫା ପତ୍ର ପଠାଇଲେ ଗଣେଶ୍ୱର । ପିସିସି ସଭାପତିଙ୍କୁ ଏନେଇ ଇସ୍ତଫାପତ୍ର ପଠାଇଛନ୍ତି । ତେବେ ଗଣେଶ୍ୱର ବେହେରା ଦଳ ଛାଡିବା ପରେ ତାଙ୍କର ଆଗାମୀ ପଦକ୍ଷେପ କଣ ରହିବ ତା’ଉପରେ ନଜର ।
Views: 76