The Ultimate Managed Hosting Platform
ADVERTISEMENT

ହୀରାକୁଦର ଆଉ ୪ଟି ଗେଟ ଖୋଲିଲା

Facebook
Twitter
LinkedIn

ସମ୍ବଲପୁର : ଲଗାଣ ବର୍ଷାରେ ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର । ହୀରାକୁଦର ଆଉ ୪ଟି ଗେଟ୍ ଖୋଲିଲା । ଏବେ ମୋଟ ୧୨ଟି ଗେଟ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ବାମପଟରେ ୮ଟି ଓ ଡାହାଣ ପଟରେ ୪ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରଖିଛି । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାର ଜଳସ୍ତର ୬୦୯ ଘନଫୁଟ ରହିଛି । ସୂଚନାନୁଯାୟୀ, ଗତକାଲି ଅର୍ଥାତ୍ ଗୁରୁବାର ସୁଦ୍ଧା ମୋଟ୍ ୮ଟି ଗେଟ୍ ନେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା । ବାମ ପାର୍ଶ୍ବର ୫ଟି ଓ ଡାହାଣ ପାର୍ଶ୍ବର ୩ଟି ସ୍ଲୁଇସ୍ ଗେଟ୍ ଖୋଲାଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

Login