The Ultimate Managed Hosting Platform
ADVERTISEMENT

ହେଲ୍ପ ଲାଇନ ନମ୍ବର ଜାରି କଲା OPRB

Facebook
Twitter
LinkedIn

ଭୁବନେଶ୍ୱର : ହେଲ୍ପ ଲାଇନ ନମ୍ବର ଜାରି କଲେ ଓଡିଶା ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ । ହେଲ୍ପ ଲାଇନ ନମ୍ବର ୯୦୪୦୪୯୩୨୨୩ । ଯାହାର ଅଭିଯୋଗ ଅଛି ଏହି ନମ୍ବରରେ ଜଣାଇ ପାରିବେ । ସ୍ୱଚ୍ଛତାର ସହ ସିପିଏସଇ-୨୦୨୪ ପରୀକ୍ଷା ପାଇଁ ନିଆଗଲେ ପଦକ୍ଷେପ । କିଛି ଅସାଧୁ ବ୍ୟକ୍ତି ପରୀକ୍ଷାର୍ଥୀଙ୍କୁ ଭୁଲ ବାଟକୁ ନେବା ଉଦ୍ୟମ ପରେ ତତ୍ପରତା । ଅକ୍ଟୋବର ୫ ଓ ୬ ତାରିଖରେ ସବୁ ଜିଲ୍ଲାରେ ରହିଛି ପୋଲିସ ଏସଆଇ ପରୀକ୍ଷା । ଲାଞ୍ଚ ଦେବା ଓ ନେବାରେ ସମ୍ପୃକ୍ତ ହେଲେ କଠୋର କାର୍ଯ୍ୟାନୁଷ୍ଠାନ ଚେତାବନୀ । ଆନ୍ଧ୍ର ଶ୍ରୀକାକୁଲମରେ ଶତାଧିକ ଏସଆଇ ପରୀକ୍ଷା ଆଶାୟୀଙ୍କୁ ଧରିଥିଲା ପୋଲିସ । ଏସଆଇ ପରୀକ୍ଷା ପୂର୍ବରୁ ଜାଲିଆତି ପାଇଁ ହାଇଦ୍ରାବାଦ ଯାଉଥିବା ବେଳେ ଧରାପଡିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login