ଭୁବନେଶ୍ୱର : ବିଜେଡି ନେତାଙ୍କ ହୋଟେଲ ମେଳି ନେଇ ନବୀନଙ୍କ ତାଗିଦ ପ୍ରସଙ୍ଗ । ବରିଷ୍ଠ ବିଜଡେି ନେତା ପ୍ରଫୁଲ୍ଲ ମଲ୍ଲିକଙ୍କ ବଡ ବୟାନ । ନାଲି ଆଖି କେହି କାହାକୁ ଦେଖାଇ ପାରିବେ ନାହିଁ । ଆମେ କେତେବେଳେ କେଉଁଠି ବସିବବୁ ବ୍ୟକ୍ତିଗତ କଥା । ଆମେ ହୋଟେଲରେ ବସିପାରିବୁନି କହିବା ଠିକ ନୁହେଁ । କେବଳ ପାର୍ଟି ମିଟିଂ ହେଲେ ଶଙ୍ଖ ଭବନ ଯିବୁ । ଆମେ କେହି ଚାକିରି କରୁନୁ , ଆମର ବୟସ ହେଲାଣି । ଆମ ମନ ଯେତେବେଳେ ହେଲା ସେଠି ବସିବୁ । ସେହିପରି ପାଣ୍ଡିଆନକୁ ଚ୍ୟାଲେଞ୍ଜ କରି ପ୍ରଫୁଲ୍ଲ କହିଛନ୍ତି ଯେ ଗଣମାଧ୍ୟମ ସାମ୍ନାକୁ ଆସି ସ୍ପଷ୍ଟୀକରଣ ଦିଅନ୍ତୁ ଜ୍ଝ ଯଦି ହସ୍ତକ୍ଷେପ କରୁନାହାନ୍ତି ସ୍ପଷ୍ଟ କରନ୍ତୁ । ଉଲ୍ଲେଖ ଥାଉ କି ତିନିଦିନ ତଳେ ପାଣ୍ଡିଆନଙ୍କୁ କ୍ଲିନଚିଟ ଦେଇ ନବୀନ କହିଥିଲେ ଯେ କାର୍ତ୍ତିକେୟନ୍ ପାଣ୍ଡିଆନ ଉଭୟ ଦଳ ଓ ରାଜ୍ୟ ପାଇଁ ବହୁତ କାମ କରିଛନ୍ତି। ସେ ୧୦ ମାସ ହେଲା ବିଜେଡି ଛାଡ଼ି ସାରିଛନ୍ତି। ସେ ଦଳର କୌଣସି କାମରେ ସଂପୃକ୍ତ ନାହାନ୍ତି। ତେଣୁ ବିଜେଡିର କୌଣସି ନିଷ୍ପତ୍ତି ପାଇଁ ତାଙ୍କୁ ସମାଲୋଚନା ବା ବଦନାମ କରାଯିବା ଉଚିତ ନୁହେଁ।
ହୋଟେଲ ମେଳି ନେଇ ନବୀନଙ୍କ ତାଗିଦ୍ : ବରିଷ୍ଠଙ୍କ ନା ପସନ୍ଦ । ପ୍ରଫୁଲ୍ଲ କହିଲେ, ନାଲି ଆଖି ଦେଖାଇ ପାରିବ ନାହିଁ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











