The Ultimate Managed Hosting Platform
ADVERTISEMENT

୧ରୁ ତହସିଲ ଅଫିସରେ ଜମି କିଣାବିକା

Facebook
Twitter
LinkedIn

ଭୁବନେଶ୍ୱର : ନଭେମ୍ବର ୧ ରୁ ତହସିଲ ଅଫିସରେ ହୋଇପାରିବ ଜମି କିଣାବିକା । ଏ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା । ନଭେମ୍ବର ୧ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭାରମ୍ଭ କରିବେ । ଡିସେମ୍ବର ୧ ତାରିଖରେ ଆଉ ୫୪ଟି ତହସିଲରେ ମିଳିବ ସେବା । ପରବର୍ତ୍ତୀ ପର୍ଯ୍ୟାୟରେ ବାକି ତହସିଲରେ ମିଳିବ ସେବା । ଅନଲାଇନରେ ସ୍ଲଟ ବୁକ କରି ତହସିଲ ଅଫିସରେ ପଞ୍ଜୀକରଣ କରିପାରିବେ । ପ୍ରଥମେ ୪୪ଟି ତହସିଲ ଅଫିସରେ ଜମି କିଣାବିକା ଆରମ୍ଭ ହେବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଏହାପରେ ଡିସେମ୍ବରରେ ରାଜ୍ୟର ବାକି ୨୭୩ ତହସିଲରେ ଏହି ସେବା ଆରମ୍ଭ ହେବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି

ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି

ନୂଆଦିଲ୍ଲୀ : ସଂସଦର ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋାଦିଙ୍କ ସମ୍ବୋଧନ । ପରାଜୟର ନିରାଶାରୁ ବିରୋଧିଙ୍କୁ ବାହାରିବାକୁ ଅପିଲ କଲେ ମୋଦି ।କିଛି ବିରୋଧୀ ଦଳ...

ADVERTISEMENT

Login