The Ultimate Managed Hosting Platform
ADVERTISEMENT

୧୦ ବର୍ଷ ପାଇଁ ଓସ୍କାରରୁ ବ୍ୟାନ୍‌ ହେଲେ ୱିଲ୍ ସ୍ମିଥ୍

Facebook
Twitter
LinkedIn

ହଲିଉଡ ସୁପରଷ୍ଟାର ୱିଲ ସ୍ମିଥଙ୍କୁ ଓସ୍କାରରୁ ୧୦ ବର୍ଷ ପାଇଁ ବ୍ୟାନ୍ କରି ଦିଆଯାଇଛି। ୯୪ ତମ ଏକାଡେମୀ ଆୱାର୍ଡରେ ୱିଲ୍, କ୍ରିସ୍ ରକଙ୍କୁ ମଞ୍ଚରେ ଚାପୁଡ଼ା ମାରିବା ଘଟଣା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଶୁକ୍ରବାର ଦିନ ଏକାଡେମୀ ଅଫ୍ ମୋସନ୍ ପିକ୍ଚର୍ସ ଆର୍ଟ ଆଣ୍ଡ ସାଇନ୍ସର ଆୟୋଜକମାନେ ସେମାନଙ୍କର ନିଷ୍ପତ୍ତି ଘୋଷଣା କରିଛନ୍ତି। ଏକାଡେମୀର ବୋର୍ଡ ଅଫ୍ ଗଭର୍ନର୍ସ ୱିଲ ସ୍ମିଥଙ୍କ ଦଣ୍ଡାଦେଶ ସମ୍ପର୍କରେ ଏକ ବୈଠକ କରିଥିଲେ। ଯାହା ପରେ ତାଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଓସ୍କାରରୁ ବ୍ୟାନ୍ କରିବାକୁ ନିଷ୍ପତ୍ତି ନିଆଯାଇଛି।

ମାର୍ଚ୍ଚ ୨୭, ୨୦୨୨ ରେ ୱିଲ ମଞ୍ଚକୁ ଯାଇ ହୋଷ୍ଟ କ୍ରିସ ରକଙ୍କୁ ଚାପୁଡ଼ା ମାରିଥିଲେ। ପରେ ସ୍ମିଥ ଏଥିପାଇଁ କ୍ଷମା ମାଗିଥିଲେ। ସେ କହିଥିଲେ ୱିଲ ତାଙ୍କ ପତ୍ନୀଙ୍କ ସ୍ୱାସ୍ଥ୍ୟ ଅବସ୍ଥାକୁ ପରିହାସ କରୁଥିଲେ, ଯେଉଁଥିପାଇଁ ସେ ଅତ୍ୟନ୍ତ ଭାବପ୍ରବଣ ହୋଇଥିଲେ। ଏହି ଘଟଣା ପରେ ୱିଲ୍ ନିଜେ ବି ଏକାଡେମୀରୁ ଇସ୍ତଫା ଦେଇଥିଲେ, ଯାହାକୁ ପରେ ଗ୍ରହଣ କରାଯାଇଥିଲା। ଏହି ମାମଲାରେ କ୍ରିସ୍ ରକ୍ ମଧ୍ୟ ପୋଲିସ୍ ନିକଟରେ କୌଣସି ଅଭିଯୋଗ କରିନଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login