The Ultimate Managed Hosting Platform
ADVERTISEMENT

୧୦ ମାସର ବକେୟା ପାଇବେ କମ୍ୟୁନିଟି ସପୋର୍ଟ ଷ୍ଟାଫ, ସରକାର ଦେଲେ ସୂଚନା

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟ ସରକାର ସିଆରପି, ବ୍ୟାଙ୍କମିତ୍ର, ଏମ୍ବିକେ ଓ ପ୍ରାଣୀମିତ୍ରଙ୍କୁ ପାଇଁ ବଡ଼ ଖବର ଦେଇଛନ୍ତି। ମୋହନ ସରକାର ଏମାନଙ୍କୁ ବକେୟା ପାଉଣା ଦେବେ। କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ୧୦ମାସର ବକେୟା ପାଇବେ। ଏହା ଦ୍ବାରା ରାଜ୍ୟର ୬୨ ହଜାରରୁ ଊର୍ଦ୍ଧ୍ବ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ।ସୂଚନାଯୋଗ୍ୟ, ଗତବର୍ଷ ଏପ୍ରିଲରୁ, ବ୍ୟାଙ୍କମିତ୍ର, ଏମ୍ବିକେ ଓ ପ୍ରାଣୀମିତ୍ରଙ୍କ ପାରିଶ୍ରମିକ ବାକି ରହିଛି। ମୋହନ ସରକାର , ବ୍ୟାଙ୍କମିତ୍ର, ଏମ୍ବିକେ ଓ ପ୍ରାଣୀମିତ୍ରଙ୍କୁ ବକେୟା ଦରମା ଦୋବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲକ୍ଷପତି ଦିଦି ସହାୟିକା ଯୋଜନା ଘୋଷଣା କରିଛନ୍ତି।ଅନ୍ୟପଟରେ ହଜାର ହଜାର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଦ୍ବନ୍ଦ୍ବରେ ମଧ୍ୟ ପଡ଼ି ଯାଇଥିଲେ। ସେମାନେ ବିଭିନ୍ନ ସମୟରେ ରାଜଧାନୀ ଭୁବନେଶ୍ବରର ଲୋୟର ପିଏମ୍ଜି ଛକରେ ଧାରଣ ମଧ୍ୟ ଦେଇଥିଲେ। ରାଜ୍ୟ ସରକାର ସେମାନଙ୍କୁ ସମସ୍ୟାର ସମାଧାନ କରିବା ପାଇଁ ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ। ପ୍ରତିଶ୍ରୁତି ଅନୁଯାୟୀ ରାଜ୍ୟ ସରକାର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ଙ୍କ ସମସ୍ୟାର ସମାଧାନ କରିବାକୁ ଯାଉଁଛନ୍ତି। ଫଳରେ ହଜାର ହଜାର ସେବା ଯୋଗାଉଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ : ଅହମଦାବାଦ ରଥଯାତ୍ରାରେ ଘଟିଲା ଅଘଟଣ । ଡିଜେ ବାଜିବାରୁ ବେକାବୁ ହେଲା ହାତୀ । ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ...

Login