The Ultimate Managed Hosting Platform
ADVERTISEMENT

୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦ

Facebook
Twitter
LinkedIn

ବଲାଙ୍ଗୀର : ଆଜି ୧୨ ଘଣ୍ଟିଆ ବଲାଙ୍ଗୀର ସହର ମହକୁମା ବନ୍ଦ ଡାକରା । ପଶ୍ଚିମ ଓଡିଶା ମହିଳା ସଂଗଠନ ପକ୍ଷରୁ ବନ୍ଦ ଡାକରା । ନାରୀ ନିର୍ଯ୍ୟାତନା ବୃଦ୍ଧି ପ୍ରତିବାଦରେ ବନ୍ଦ ଡାକରା । ଚକଅଖ ବନ୍ଦ ସହ ପିକେଟିଂ କରି ମୁଖ୍ୟ ଡାକଘର ବନ୍ଦ କଲେ । ସକାଳୁ ସକାଳୁ ପଶ୍ଚିମ ଓଡ଼ିଶା ମହିଳା ସଂଗଠନ ମହିଳା କର୍ମୀମାନେ ପିକେଟିଂ କରି ବିଭିନ୍ନ ସ୍ଥାନରେ ବନ୍ଦ ଡାକରାରେ ସାମିଲ ହେବା ଲାଗି ଲୋକଙ୍କୁ ନିବେଦନ କରୁଥିବାର ଦେଖିବାକୁ ମିଳିଛି। ଆଜି ବଲାଙ୍ଗୀରରେ ଦେକାନବଜାର, ସରକାରୀ ବେସକାରୀ ଶିକ୍ଷା ନୁଷ୍ଠାନ, ସରକାରୀ ବେସରକାରୀ କାର୍ୟ୍ୟାଳୟ ବନ୍ଦ ରହିଛି। ଏହାଛଡ଼ା ଗାଡ଼ି ଚଳାଚଳ ଠପ୍ ହୋଇଯାଇଥିବା ଜଣାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଇଣ୍ଟରଲକିଂ ସିଷ୍ଟମ ତ୍ରୁଟି ଯୋଗୁଁ ଦୁର୍ଘଟଣା-ରେଳ ମନ୍ତ୍ରୀ

ଓଡିଶାରେ ହେବ ୨ଟି ସେମିକଣ୍ଡକ୍ଟର ୟୁନିଟ

ଭୁବନେଶ୍ୱର : ଓଡିଶାରେ ପ୍ରତିଷ୍ଠା ହେବ ୨ଟି ସେମିକଣ୍ଡକ୍ଟର ମ୍ୟାନୁଫ୍ୟାକ୍ଚରିଂ ୟୁନିଟ । ଭୁବନେଶ୍ୱରରେ ହେବ ସିଲିକନ କାର୍ବାଇଟ ସେମିକଣ୍ଡକ୍ଟର ୟୁନିଟ । ଥ୍ରି ଡି ଗ୍ଲାସ...

ADVERTISEMENT
ଏପ୍ରିଲ ୩୦ରୁ ଚାରିଧାମ ଯାତ୍ରା, ମାର୍ଚ୍ଚ ୧୧ରୁ ରେଜିଷ୍ଟ୍ରେସନ

ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା , ଆଗାମୀ ୩ ଦିନ କେଦାରନାଥ ଯାତ୍ରା ବନ୍ଦ

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡରେ ତାଣ୍ଡବ ରଚୁଛି ମୌସୁମୀ । ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇଉଠିଛି । ଏହି କାରଣରୁ ପାଣିପାଗ ବିଭାଗ ଆଜି ରେଟ୍...

ପୁଞ୍ଚ ରାଜମାର୍ଗରେ ଭୂସ୍ଖଳନ, ରାଜୈାରୀରେ ସମସ୍ତ ସ୍କୁଲ ବନ୍ଦ

ପୁଞ୍ଚ ରାଜମାର୍ଗରେ ଭୂସ୍ଖଳନ, ରାଜୈାରୀରେ ସମସ୍ତ ସ୍କୁଲ ବନ୍ଦ

ଜମ୍ମୁ : ଜମ୍ମୁ କଶ୍ମୀର ପୁଞ୍ଚ ରାଜମାର୍ଗରେ ଲଗାତାର ବର୍ଷା ଯୋଗୁଁ ଭୂସ୍ଖଳନ ହୋଇଛି । ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ଅଖନୁର ନିକଟରେ ପାହାଡରୁ...