The Ultimate Managed Hosting Platform
ADVERTISEMENT

୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ଯାତାୟତ ପ୍ରଭାବିତ

Facebook
Twitter
LinkedIn

 ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ। ନାଗରିକ କମିଟିର ଆହ୍ବାନ କ୍ରମେ ଏହି ବନ୍ଦ ପାଳନ କରାଯାଉଛି। ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବି ଏବଂ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଏହି ବନ୍ଦ ପାଳନ କରାଯାଉଛି।

ତେବେ ସକାଳ ୬ଟାରୁ ଆରମ୍ଭ ହୋଇଥିବା ବନ୍ଦପାଳନ ୧୨ ଘଣ୍ଟା ଧରି ଚାଲିବ। ଏହି ବନ୍ଦ ପାଳନକୁ ଜିଲ୍ଲା ଓକିଲ ସଂଘ ସମର୍ଥନ କରିଛି। ବନ୍ଦ ସମୟରେ ଗାଡି ଚଳାଚଳା ବନ୍ଦ ରହିବା ସହ ଦୋକାନ ବଜାର ବନ୍ଦ ରହିଛି। ତେବେ ପରୀକ୍ଷା ପାଇଁ ହେଉଥିବାଯାତାୟତ ଓ ଗାଡି ଚାଳନା ବନ୍ଦରୁ ବାଦ୍ ଦିଆଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ସ୍ଥଗିତ, ପ୍ରଶ୍ନ ପତ୍ର ଲିକ କାରଣରୁ ସ୍ଥଗିତ

ଓଟିଇଟି ପ୍ରଶ୍ନପତ୍ର ଲିକ : ପ୍ରଧାନଶିକ୍ଷକ ନିଲମ୍ବିତ

ଭବାନୀପାଟଣା : ଓଟିଇଟି ପ୍ରଶ୍ନପତ୍ର ଲିକ୍ । ଗିରଫ ପ୍ରଧାନଶିକ୍ଷକ ନିଲମ୍ବିତ ହୋଇଛନ୍ତି । ପ୍ରଧାନଶିକ୍ଷକ ପ୍ରଶାନ୍ତ ଖମାରୀଙ୍କୁ ନିଲମ୍ବନ କଲା ଶିକ୍ଷା ବିଭାଗ । ସଦର...

ADVERTISEMENT
ଶ୍ରୀମନ୍ଦିର ଭିତରେ ବିଦେଶିନୀ

ଅସୁରକ୍ଷିତ ପୁରୀ ଶ୍ରୀମନ୍ଦିର : ପୁଣି ଧରାହେଲା ହିଡେନ କ୍ୟାମେରା

ପୁରୀ : ଅସୁରକ୍ଷିତ ପୁରୀ ଶ୍ରୀମନ୍ଦିର । ପୁଣି ଶ୍ରୀମନ୍ଦିରରୁ ଧରାହେଲା ହିଡେନ କ୍ୟାମେରା ଯୁକ୍ତ ଚଷମା । ପଶ୍ଚିମ ଦ୍ୱାର ନିକଟରୁ ଧରାପଡିଲା ହିଡେନ କ୍ୟାମେରା...

Login