The Ultimate Managed Hosting Platform
ADVERTISEMENT

୧୪ଟି ପତଞ୍ଜଳୀ ଦ୍ରବ୍ୟର ଲାଇସେନ୍ସ ବାତିଲ କଲେ ଉତ୍ତରାଖଣ୍ଡ ସରକାର

Facebook
Twitter
LinkedIn

ନୂଆଦିଲ୍ଲୀ : ଆଇନ୍ ବିରୋଧୀ ବିଜ୍ଞାପନ ପ୍ରକାଶନ କରିଥିବାରୁ କଠୋର ଦଣ୍ଡବିଧାନ ଏବଂ ଆଇନଗତ କାର୍ୟ୍ୟାନୁଷ୍ଠାନ । ଡ୍ରଗ୍ ବିଜ୍ଞାପନ ଆଇନର ବାରମ୍ବାର ଉଲ୍ଲଂଘନ ହେତୁ ବାବା ରାମଦେବଙ୍କ ପତଞ୍ଜଳି ଆୟୁର୍ବେଦ ଲିମିଟେଡ୍ ବିରୋଧରେ ଅଭିଯୋଗ ଦାଖଲ କରିବାକୁ ଉତ୍ତରାଖଣ୍ଡ ସରକାର ଅନୁମତି ପ୍ରଦାନ କରିଥିବା ଏକ ଆଫିଡେଭିଟ ଜରିଆରେ ସୁପ୍ରିମ୍କୋର୍ଟଙ୍କୁ କହିଛନ୍ତି। ପ୍ରତିବାଦରେ ଉତ୍ତରାଖଣ୍ଡ ସରକାର କରିଛନ୍ତି ଯେ ଆଇନ୍ ବିରୋଧୀ ବିଜ୍ଞାପନ ପ୍ରକାଶନ କରିଥିବାରୁ କଠୋର ଦଣ୍ଡବିଧାନ ଏବଂ ଆଇନଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଥିପାଇଁ ତାଙ୍କ ଉପରେ ଜେଲ୍ ଓ ଜରିମାନା ଉଭୟ ଲାଗୁ କରାଯାଇପାରେ। କେବଳ ସେତିକି ନୁହେଁ, ପତଞ୍ଜଳିର ୧୪ଟି ଖାଦ୍ୟ ସାମଗ୍ରୀର ଲାଇସେନ୍ସକୁ ବାତିଲ ମଧ୍ୟ କରାଯାଇଛି। ଏପଟେ ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ଆଜି ଖବରକାଗଜରେ ସର୍ବସାଧାରଣରେ ଅପେକ୍ଷାକୃତ ବଡ଼ ଆକରରେ କ୍ଷମା ମାଗିଛି ପତଞ୍ଜଳି ଆୟୁର୍ବେଦ ଲିମିଟେଡ୍।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login