ଭୁବନେଶ୍ୱର :ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ବୈଠକରେ ୧୮ଟି ପ୍ରସ୍ତାବକୁ ଅନୁମୋଦନ । ମୁଖ୍ୟମନ୍ତ୍ରୀଙ୍କ ଅଧକ୍ଷତାରେ ବସିଥିଲା ବୈଠକ । ‘ମୋ ଘର ଯୋଜନା’କୁ କ୍ୟାବିନେଟରେ ମୋହର । ଗ୍ରାମୀଣ ଲୋକଙ୍କୁ ଘର ତିଆରି ପାଇଁ ସହାୟତା । ୨ଟି ଫିଲ୍ମକୁ କରମୁକ୍ତ ଘୋଷଣା କଲେ ସରକାର । ‘ଡେଲିଭରି ବଏ’ ଓ ‘ଜ୍ୱିଗାଟେ’କୁ କରମୁକ୍ତ ଘୋଷଣା । ପ୍ରତିଷ୍ଠା ହେବ ଓଡିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ । ୩୩୦.୧୭ କୋଟି ବ୍ୟୟରେ ନିର୍ମାଣ ହେବ ବିଶ୍ୱ ବିଦ୍ୟାଳୟ । ବଲାଙ୍ଗୀରର ୬ଟି ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପକୁ ମଞ୍ଜୁରୀ । ୨୨୨ଟି ଗାଁର ୧.୬୧ ଲକ୍ଷରୁ ଅଧିକ ବାସିନ୍ଦା ହେବେ ଉପକୃତ । ୬ଟି ପ୍ରକଳ୍ପ ପାଇଁ ୪୨୩ କୋଟିରୁ ଅଧିକ ଖର୍ଚ୍ଚ ହେବ । ଗଜପତିରେ ୨ଟି ପାନୀୟ ଜଳ ପ୍ରକଳ୍ପକୁ ମଞ୍ଜୁରୀ । ଉପକୃତ ହେବେ ୩୪୬ ଗାଁର ୧ ଲକ୍ଷ ୩୧ ହଜାରରୁ ଅଧିକ ଲୋକ । ଜଳକ୍ଲିଷ୍ଟ ଅଞ୍ଚଳ ପାଇଁ ୩୬୪.୪୦ କୋଟି ଅନୁମୋଦନ । ଭୂତଳ ଜଳର ପୋଷଣୀୟ ବିନିଯୋଗ ପାଇଁ ଖର୍ଚ୍ଚ ହେବ । ଭିସୁଟ ରୂପାନ୍ତର ପାଇଁ ୨ ହଜାର କୋଟିରେ ଆଇଡିପି ମଞ୍ଜୁରି ।
୧୮ଟି ପ୍ରସ୍ତାବକୁ କ୍ୟାବିନେଟରେ ମୋହର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











