The Ultimate Managed Hosting Platform
ADVERTISEMENT

୧୯ କିମ୍ବା ୨୦ ତାରିଖରେ ହୋଇପାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ ଉତ୍ସବ

Facebook
Twitter
LinkedIn

ନୂଆଦିଲ୍ଲୀ : ଏଥର ଦିଲ୍ଳୀରେ ସରକାର ଗଠନ କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି (ବିଜେପି)। ଆସନ୍ତା ୧୯ କିମ୍ବା ୨୦ ତାରିଖରେ ଦିଲ୍ଳୀରେ ବିଜେପି ସରକାର ଗଠନ କରିବ ବୋଲି ଶୁଣିବାକୁ ମିଳୁଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ୧୯ କିମ୍ବା ୨୦ ତାରିଖରେ ଅନୁଷ୍ଠିତ ହେବାର ସମ୍ଭାବନା ରହିଛି। ସେହିପରି ବିଧାୟକ ଦଳର ବୈଠକ ଆସନ୍ତା ୧୭ କିମ୍ବା ୧୮ ତାରିଖରେ ହୋଇପାରେ। ଶୁକ୍ରବାର ବିଳମ୍ବିତ ରାତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ ପହଞ୍ଚିବା ପରେ ଦିଲ୍ଲୀରେ ସରକାର ଗଠନ ପାଇଁ ପ୍ରୟାସ ଜୋରଦାର ହେବ ବୋଲି ସୂଚନା ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ : ଅହମଦାବାଦ ରଥଯାତ୍ରାରେ ଘଟିଲା ଅଘଟଣ । ଡିଜେ ବାଜିବାରୁ ବେକାବୁ ହେଲା ହାତୀ । ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ...

Login