The Ultimate Managed Hosting Platform
ADVERTISEMENT

୨ ଜଣ ଯୁବକଙ୍କ ଜୀବନ ନେଇଗଲେ ମାଓବାଦୀ

Facebook
Twitter
LinkedIn

ମାଲକାନଗିରି : ୨ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କଲେ ମାଓବାଦୀ । ଛତିଶଗଡ ବିଜାପୁର ବୁଡଗିଚେରୁ ଗାଁରେ ମାଓବାଦୀ ବର୍ବରକାଣ୍ଡ । ପୋଲିସ ଇନଫର୍ମର ସନେ୍ଦହରେ ୨ ଜଣଙ୍କୁ ହତ୍ୟା । ଘଟଣାସ୍ଥଳରୁ ଗୋଟିଏ ଏସଏଲଆର ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ । ଉତ୍ତର ବସ୍ତର ମାଓ ସଙ୍ଗଠନର ଶତାଧିକ ମାଓବାଦୀ ଏବଂ ଅନେକ ଟପ କ୍ୟାଡ଼ର ମାଓବାଦୀଙ୍କ ଉପସ୍ଥିତ ନେଇ ଖବର ପାଇଥିଲେ ସୁରକ୍ଷାକର୍ମୀ। ଏନକାଉଣ୍ଟରରେ ଜଣେ ହାର୍ଡ କୋର ମାଓବାଦୀ ନିହତ ହୋଇଥିବା ସୂଚନା ଦେଇଛନ୍ତି କାଙ୍କେର ଏସପି । ସୂଚନାଅନୁସାରେ ଗତ କିଛି ଦିନ ତଳେ ୧୪ ହାର୍ଡକୋର ମାଓବାଦୀ ଗିରଫ ହୋଇଥିଲେ । ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ୧୪ ହାର୍ଡକୋର ମାଓବାଦୀଙ୍କୁ ଗିରଫ କରାଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login