The Ultimate Managed Hosting Platform
ADVERTISEMENT

୨ ବାଇକ ଆରୋହୀଙ୍କୁ ଚାପିଦେଲା ହାଇୱା

Facebook
Twitter
LinkedIn

କଟକ : ୨ ବାଇକ ଆରୋହୀଙ୍କୁ ଚାପିଦେଲା ହାଇୱା । ବାରଙ୍ଗ ଗୋଡିସାହି-ମୁଣ୍ଡଳି କେନାଲ ରାସ୍ତାରେ ଦୁର୍ଘଟଣା । ଘଟଣାସ୍ଥଳରେ ୨ ଯୁବକଙ୍କ ମୃତ୍ୟୁ । ଘଟଣାସ୍ଥଳରେ ଗୋଡିସାହି ଫାଣ୍ଡି ପୋଲିସ୍ ପହଞ୍ଚି ମୃତଦେହ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ପଠେଇଛି । ଆଜି ସକାଳେ କେନାଲ ରାସ୍ତାରେ ହାଇଓ୍ବା ଟ୍ରକ୍ ଟି ମୁଣ୍ଡଳୀ ଆଡ଼େ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା ।ଯୁବକ ଦୁଇଜଣଙ୍କ ପରିଚୟ ମିଳିପାରିନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login