The Ultimate Managed Hosting Platform
ADVERTISEMENT

୨ ବାଇକ ମୁହାଁମୁହିଁ ; ୨ ମୃତ

Facebook
Twitter
LinkedIn

ଲକ୍ଷ୍ମୀପୁର/ ଗୁଣୁପୁର : ୨ ବାଇକ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୨ଜଣଙ୍କର ଜୀବନ ଯାଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ନାରାୟଣପାଟଣା ପେଟ୍ରୋଲ ପମ୍ପ ନିକଟରେ ଘଟିଛି ଏହି ଦୁର୍ଘଟଣା । ଦୁର୍ଘଟଣାରେ ୪ ଜଣ ଗୁରୁତର ହୋଇଥିବା ବେଳେ ଜଣଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି ।
ଅମନ୍ୟପଟେ ଭାରସାମ୍ୟ ହରାଇ ଗଛକୁ ପିଟିଲା ଟିପ୍ପର । ଭାଲେରିକୁଡିଆ ଗାଁ ମୁଖ୍ୟ ରାସ୍ତାରେ ଦୁର୍ଘଟଣା । ଦୁର୍ଘଟଣା ଡ୍ରାଇଭର ଆହତ ହୋଇଥିବା ବେଳେ ଗୁଣପୁର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login