The Ultimate Managed Hosting Platform
ADVERTISEMENT

୨ ହଜାର ଟପିଲେ ଡେଙ୍ଗୁ ରୋଗୀ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଚଳିତ ବର୍ଷ ଡେଙ୍ଗୁ ରୋଗୀ ସଂଖ୍ୟା ୫୦ ପ୍ରତିଶତ ଅଧିକ । ଏ ବର୍ଷ ଅଗଷ୍ଟ ୧୬ ସୁଦ୍ଧା ୨,୧୧୧ ରୋଗୀ ଚିହ୍ନଟ ହେଲେଣି । ଗତ ବର୍ଷ ଡେଙ୍ଗୁ ରୋଗୀ ସଂଖ୍ୟା ୧ ହଜାର ୪୪୧ ଥିଲା । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧ ହଜାର ୧୫୫ ରୋଗୀ ଚିହ୍ନଟ । ବାଲେଶ୍ୱର ୧୭୯, ପୁରୀ ୧୫୦, କଟକ ୧୨୫ , ଜଗତସିଂହପୁର ୧୦୧ ରୋଗୀ ଚିହ୍ନଟ ।
ଏପଟେ ପ୍ରତିଦିନ କ୍ୟାପିଟାଲ ହସ୍ପିଟାଲରେ ଡେଙ୍ଗୁ ରୋଗୀଙ୍କ ଭିଡ ଲାଗୁଛି । ଘରୋଇ ହସ୍ପିଟାଲରେ ବି ମାଳମାଳ ରୋଗୀ ଭର୍ତି ହେଉଛନ୍ତି । ରାଜଧାନୀର ନିର୍ଦ୍ଦିଷ୍ଟ କିଛି ଅଞ୍ଚଳରେ ଘର ପିଛା ୨ ଜଣ ରୋଗୀ ଚିହ୍ନଟ ହେଉଛନ୍ତି । ବିଶେଷ କରି ଆଚାର‌୍ୟ୍ୟ ବିହାର, ନୟାପଲ୍ଲୀ ଓ ସହିଦ ନଗରରେ ଘରେ ଘରେ ଲୋକଙ୍କୁ ଜ୍ୱର ହେଉଛି । ରକ୍ତ ପରୀକ୍ଷା କରିବାରୁ ଡେଙ୍ଗୁ ହୋଇଥିବା ଜଣାପଡୁଛି । ଡେଙ୍ଗୁ ରୋଗୀଙ୍କ ରକ୍ତରେ ପ୍ଲେଟଲେଟ୍ କମି ଯାଉଛି । ଫଳରେ ଆକ୍ରାନ୍ତ ଅଧିକ ଦୁର୍ବଳ ହୋଇଯାଉଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login