The Ultimate Managed Hosting Platform
ADVERTISEMENT

୨ଟି ଚୋରା କୋଇଲା ବୋଝେଇ ପିକଅପ୍ ଭ୍ୟାନ୍ ଜବତ

Facebook
Twitter
LinkedIn

ଚାନ୍ଦବାଲି : ୨ଟି ଚୋରା କୋଇଲା ବୋଝେଇ ପିକଅପ୍ ଭ୍ୟାନ୍ ଜବଦ କଲା ଚାନ୍ଦବାଲି ପୋଲିସ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ସଦର ପେଟ୍ରୋଲ ପମ୍ପ୍ ନିକଟରେ ୨ଟି ଚୋରା କୋଇଲା ବୋଝେଇ ପିକଅପ୍ ଭ୍ୟାନକୁ ଜବଦ କରିଛି ଚାନ୍ଦବାଲି ପୋଲିସ । ବୁଧବାର ବଳମ୍ବିତ ରାତିରେ ଚାନ୍ଦବାଲି ଥାନା ଅଧିକାରୀ କରୁଣାକର ରାଉତ ୨ଟି ଚୋରା କୋଇଲା ବୋଝେଇ ପିକଅପ୍ ଭ୍ୟାନ୍‌କୁ ଜବତ କରିଛି ।

ସୂଚନା ଅନୁଯାୟୀ, କୋଇଲା ଗାଡ଼ି ଧାମରା ରେଳପଥରୁ ଚୋରା କୋଇଲା ନେଇ ଯଶୀପୁର ଅଞ୍ଚଳରୁ ବାହାରି ଚାନ୍ଦବାଲି ଆସୁଥିବା ସମୟରେ ଚାନ୍ଦବାଲି ପୋଲିସ ଖବର ପାଇ ଚୋରା କୋଇଲା ଗାଡିକୁ ଚାନ୍ଦବାଲି ପେଟ୍ରୋଲ ପମ୍ପ ନିକଟରୁ ଗାଡ଼ିକୁ ଧରିଥିଲେ । ପୋଲିସକୁ ଦେଖି ପିକଅପ୍ ଭ୍ୟାନ୍ ଚାଳକ ଫେରାର ହୋଇଯାଇଥିଲେ । ଗାଡିକୁ ଧରିବା ପରେ ଚାନ୍ଦବାଲି ପୋଲିସ ଥାନାକୁ ଆଣି ଏନେଇ ଅଧିକ ତଦନ୍ତ କରୁଛି । ଏନେଇ ଚାନ୍ଦବାଲି ଥାନାରେ ଦୁଇଟି ମାମଲା ରୁଜୁ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login