ସମ୍ବଲପୁର : ହୀରାକୁଦରୁ ୨୦ ଗେଟ ଦେଇ ଜଳ ନିଷ୍କାସନ ଜାରି । ଉପରମୁଣ୍ଡରେ ଫୁଲୁଛି ମହାନଦୀ, ବଢ଼ୁଛି ଜଳସ୍ତର । ବାମ ପଟେ ୧୩ଟି ଓ ଡାହାଣ ପଟେ ୭ଟି ଗେଟ ଖୋଲା । ଏବେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୫.୩୧ ଫୁଟ୍ ରହିଛି । ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୩ଲକ୍ଷ ୬୫ ହଜାର ୧୧୬ କ୍ୟୁସେକ ଜଳ ପ୍ରବେଶ କରୁଛି । ସେହିପରି ୩ଲକ୍ଷ ୪୬ ହଜାର ୪୬ କ୍ୟୁସେକ ଜଳ ନିଷ୍କାସିତ ହେଉଛି ।
Views: 20