The Ultimate Managed Hosting Platform
ADVERTISEMENT

୨୨ ମାଓବାଦୀଙ୍କ ଆତ୍ମସମର୍ପଣ

Facebook
Twitter
LinkedIn

ମାଲକାନଗିରି : ଛତିଶଗଡରେ ଆତ୍ମସମର୍ପଣ କଲେ ୨୨ ମାଓବାଦୀ । ବସ୍ତର ଆଇଜି ଓ ନାରଣପୁର ଜିଲ୍ଲା ଏସପିଙ୍କ ନିକଟରେ ଆତ୍ମସମର୍ପଣ । ଆତ୍ମସମର୍ପଣ ମାଓବାଦୀଙ୍କ ମଧ୍ୟରେ ୧୪ ପୁରୁଷ ଓ ୮ ମହିଳା ରହିଛନ୍ତି । ମାଓବାଦୀଙ୍କ ନାଁରେ ୩୭ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା । ସରକାରଙ୍କ ଆତ୍ମସମର୍ପଣ ନୀତିରେ ଆକର୍ଷିତ ହୋଇ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ଆତ୍ମସମର୍ପଣ କରିଛନ୍ତି ମାଓବାଦୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login