ପୁରୀ : ବାହାର ଓ ଭିତର ରତ୍ନ ଭଣ୍ଡାରରେ ଥିବା ଖାଲି ଆଲମିରା ସ୍ଥାନାନ୍ତର ହେବ । ଆସନ୍ତା ୨୩ ତାରିଖରେ ସିନ୍ଦୁକ, ଆଲମିରା ସ୍ଥାନାନ୍ତର କରାଯିବ । ଶ୍ରୀମନ୍ଦିର ପରିସର ନୀଳାଦ୍ରିବିହାର ମ୍ୟୁଜିୟମ ନିକଟ ଘରେ ରଖାଯିବ । ସିନ୍ଦୁକ, ଆଲମିରା ସ୍ଥାନାନ୍ତରଣ ପ୍ରକ୍ରିୟା ପାଇଁ ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ । ୨୩ ତାରିଖ ଦିନ ୧ଟାରୁ ସ୍ଥାନାନ୍ତରଣ ଶେଷ ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ । ଜୁଲାଇ ୧୪ ଓ ୧୮ରେ ରତ୍ନ ଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତର ହୋଇସାରିଛି ।
Views: 43