The Ultimate Managed Hosting Platform
ADVERTISEMENT

୨୪ ଘଣ୍ଟା ମଧ୍ୟରେ ୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି

Facebook
Twitter
LinkedIn

ଭୁବନେଶ୍ୱର: ଲଗାଣ ବର୍ଷାରୁ ମିଳିବ ସାମାନ୍ୟ ଆଶ୍ବସ୍ତି । ଆଜିଠୁ ରାଜ୍ୟରେ ବଦଳିପାରେ ପାଗ । ବର୍ଷା ପରିବର୍ତ୍ତେ ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସକ୍ରିୟ ଲଘୁଚାପ କ୍ଷେତ୍ର ଏବଂ ନିମ୍ନ ଚାପରେଖା ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗିରହିଥିଲା । ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଛି । ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଝାରସୁଗୁଡ଼ା ଓ ସୁନ୍ଦରଗଡ଼କୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତେବେ କାଲିଠୁ ବିଶେଷ ବର୍ଷା ନ ଥିବା ଆକଳନ କରିଛି ପାଣିପାଗ କେନ୍ଦ୍ର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଏସସିବିରେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ

ଏସସିବିରୁ ସୁସ୍ଥ ହୋଇ ଘରକୁ ଫେରିଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ

କଟକ : ଡିସଚାର୍ଜ ହେଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ । ଜୁଲାଇ ୧୨ ତାରିଖରେ ଏଫ୍ଏମ୍ କଲେଜରେ ଛାତ୍ରୀ ଆତ୍ମହୂତି ଦେବା ବେଳେ ଉଦ୍ଧାର...

ଜାନୁଆରୀରୁ ବିକ୍ରି ହୋଇ ପାରିବ ପାର୍ଟ ପ୍ଲଟ ; ସୁରେଶ ପୂଜାରୀ

ବନ୍ୟା : ରିପୋର୍ଟ ଆସିବାର ୨୪ ଘଣ୍ଟା ମଧ୍ୟରେ ମିଳିବ ସହାୟତା

ଭୁବନେଶ୍ୱର : କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟାରେ ମିଳିବ ବନ୍ୟା ସହାୟତା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ।...

ADVERTISEMENT
ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ଭଦ୍ରକ : ବରପଦା ଇଞ୍ଜିନିୟରିଂ କଲେଜର ଡିପ୍ଲୋମା ଅଧ୍ୟକ୍ଷଙ୍କୁ ଆକ୍ରମଣ । ନିଲମ୍ବିତ କର୍ମଚାରୀ ଓ ସହଯୋଗୀଙ୍କ ସଂଘବଦ୍ଧ ଭାବେ ଆକ୍ରମଣ ଅଭିଯୋଗ । ଅଧ୍ୟକ୍ଷ ଗଙ୍ଗାଧର...

Login