The Ultimate Managed Hosting Platform
ADVERTISEMENT

୨୪ ଘଣ୍ଟାରେ ଅବପାତ

Facebook
Twitter
LinkedIn

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ । ଆସନ୍ତା ୨୪ ଘଣ୍ଟାରେ ଘନୀଭୂତ ହୋଇ ଅବପାତ ରୂପ ନେବ । ଉତ୍ତର ଦିଗକୁ ଗତି କରି ଅବପାତର ରୂପ ନେବ । ଲଘୁଚାପ ପ୍ରଭାବର ରାଜ୍ୟରେ ବର୍ଷା ଲାଗି ରହିଛି । ୩୧ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତ୍ତରପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ମଧ୍ୟ ବହିବ । ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login