କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୨ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୦୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ସେହିପରି ୪୩ ଜଣଙ୍କ ମୃତ୍ୟୁ ଘଟିଛି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
Views: 244