ଭୁବନେଶ୍ୱର : ୨୭ରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ।ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପରବର୍ତ୍ତୀ ଦୁଇ ଦିନରେ ଆହୁରି ଘନୀଭୂତ ହେବାର ସମ୍ଭାବନା । ଦୁଇ ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଲଘୁଚାପ ପ୍ରଭାବ ପାଇଁ ଆଗାମୀ ସାତ ଦିନ ରାଜ୍ୟରେ ବର୍ଷା ଜାରି ରହିବାର ସମ୍ଭାବନା ରହିଛି । ଦକ୍ଷିଣ ଓଡିଶାର ଜିଲ୍ଲା ଗୁଡିକରେ ଅଧିକ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହିଭଳି ଆରବ ସାଗରରେ ମଧ୍ୟ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
Views: 30