The Ultimate Managed Hosting Platform
ADVERTISEMENT

୨୭ରେ ବ୍ରହ୍ମପୁର ଆସିବେ ମୋଦି !

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୨୭ରେ ଓଡିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି । ବ୍ରହ୍ମପୁର ସମାବେଶରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ । ସେବା ପକ୍ଷ କାର୍ଯ୍ୟକ୍ରମରେ ଯୋଗଦେବେ ମୋଦି । ଗତକାଲି ଏକ ଟିମ ବ୍ରହ୍ମପୁର ଆସି କାର୍ୟ୍ୟକ୍ରମ ସ୍ଥଳୀ ବୁଲି ଦେଖିଛନ୍ତି । ତେବେ ଗସ୍ତ କାର୍ୟ୍ୟକ୍ରମ ଚୂଡାନ୍ତ ହୋଇ ନଥିବା କହିଛନ୍ତି ବିଜେପି ଜିଲ୍ଲା ସଭାପତି ଓ ବ୍ରହ୍ମପୁର ବିଧାୟକ କ୍ଷ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ଏହାପରେ ଭୁବନେଶ୍ୱର ବିମାନବନ୍ଦରରୁ ବ୍ରହ୍ମପୁର ଅଭିମୁଖେ ଗସ୍ତ କରିବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login